Zechariah 7:12 — Compare Translations
5 translations compared side by side
Odia - 1840
"ସମାନେେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶଷେ କୋର୍ଧ୍ବାନିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ । ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶେଷ କ୍ରୋଧାନ୍ୱିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)