Zechariah 7:13 — Compare Translations
5 translations compared side by side
Odia - 1840
"ଯେତବେଳେ ସମାନଙ୍କେୁ ସେ ଡାକିଲେ, ସମାନେେ ଶୁଣିଲେ ନାହିଁ। ସେଥିପାଇଁ ସମାନେେ ଯେତବେେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ଯ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନଙ୍କୁ ସେ ଡାକିଲେ, “ସେମାନେ ଶୁଣିଲେ ନାହିଁ। ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ୟ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,