Zechariah 7:2 — Compare Translations

5 translations compared side by side

Odia - 1840
"ବୈଥଲେସ୍ଥ ଲୋକମାନେ ଶ ରେତ୍ସର, ରଗେମ୍ମଲକେ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ ରରଣେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିବା ପାଇଁ ପ୍ରେରଣ କରିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ବୈଥେଲସ୍ଥ ଲୋକମାନେ ଶରେ‌ତ୍‌ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍‍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,