Zechariah 7:3 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ପୃଥକ୍ କରି ବିଳାପ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
Odia IRV 2017 (ଓଡିଆ ବାଇବେଲ)
ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”