Zechariah 7:5 — Compare Translations
5 translations compared side by side
Odia - 1840
"ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେ ଯେତବେେଳେ ପଞ୍ଚମ ଓ ସପ୍ତମ ମାସ ରେ ଉପବାସ ଓ ବିଳାପ କଲ, ସହେି ସତୁରି ବର୍ଷ ରେ ସତ ରେ କ'ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ଆମ୍ଭ ଉଦ୍ଦେଶ୍ୟରେ, ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
Odia Bible ERV 2004 (ପବିତ୍ର ବାଇବଲ)
“ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ‘ତୁମ୍ଭେ ଯେତେବେଳେ ପଞ୍ଚମ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲ, ସେହି ସତୁରି ବର୍ଷରେ ସତରେ କ’ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
Odia IRV 2017 (ଓଡିଆ ବାଇବେଲ)
ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?