Zechariah 7:6 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭେ ସମସ୍ତେ ଯେତବେେଳେ ଖାଅ ଓ ପିଅ, ତୁମ୍ଭେ କ'ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ସମସ୍ତେ ଯେତେବେଳେ ଖାଅ ଓ ପିଅ, ତୁମ୍ଭେ କ’ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?