Zechariah 7:8 — Compare Translations
5 translations compared side by side
Odia - 1840
"ଏହାପ ରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ୟିଖରିଯଙ୍କ ନିକଟକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ଯିଖରିୟଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,