Zechariah 7:9 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ଯଥାର୍ଥ ନ୍ଯାଯ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର;
Odia Bible ERV 2004 (ପବିତ୍ର ବାଇବଲ)
“ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ‘ଯଥାର୍ଥ ନ୍ୟାୟ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।