Zechariah 8:10 — Compare Translations
5 translations compared side by side
Odia - 1840
"ସହେିଦିନ ପୂର୍ବରୁ ମନୁଷ୍ଯ ପାଇଁ ବତନେ ନଥିଲା, ପଶୁ ପାଇଁ ଆଯ ନଥିଲା, ବାହାରକୁ ୟିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତୃମାନଙ୍କଠାରୁ କୌଣସି ନିରାପତ୍ତା ନଥିଲା, କାରଣ ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା; ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ପୂର୍ବରୁ ମନୁଷ୍ୟ ପାଇଁ ବେତନ ନ ଥିଲା, ପଶୁ ପାଇଁ ଆୟ ନ ଥିଲା, ବାହାରକୁ ଯିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତ୍ରୁମାନଙ୍କଠାରୁ କୌଣସି ନିରାପତ୍ତା ନ ଥିଲା, କାରଣ ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।
Odia IRV 2017 (ଓଡିଆ ବାଇବେଲ)