Zechariah 8:11 — Compare Translations
5 translations compared side by side
Odia - 1840
"ଆମ୍ଭେ ପୁର୍ବରୁ ଯେପରି କରୁଥିଲୁ ସହେି ଅବଶିଷ୍ଟାଂଶଙ୍କ ସହିତ ସପରେି ବ୍ଯବହାର କରିବା ନାହିଁ। ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶ ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପୂର୍ବରୁ ଯେପରି କରୁଥିଲୁ ସେହି ଅବଶିଷ୍ଟାଂଶଙ୍କ ସହିତ ସେପରି ବ୍ୟବହାର କରିବା ନାହିଁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।