Zechariah 8:13 — Compare Translations
5 translations compared side by side
Odia - 1840
"ହେ ଯିହୁଦା ଓ ଇଶ୍ରାୟେଲ, ଠିକ୍ ଯେପରି ତୁମ୍ଭମାନେେ ଦେଶ ମଧିଅରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ଵରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ଵରୂପ ହେବ; ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିହୁଦା ଓ ଇସ୍ରାଏଲ, ଠିକ୍ ଯେପରି ତୁମ୍ଭେମାନେ ଦେଶ ମଧ୍ୟରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।