Zechariah 8:14 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କୋରଧାନ୍ବିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦବୋକୁ ନିଷ୍ପତ୍ତି ନଇେଥିଲୁ। ଏହା ସର୍ବଶକ୍ତିମାନ ମଦାପ୍ରଭୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୁଦ୍ଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କ୍ରୋଧାନ୍ୱିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦେବାକୁ ନିଷ୍ପତ୍ତି ନେଇଥିଲୁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”