Zechariah 8:15 — Compare Translations
5 translations compared side by side
Odia - 1840
"କିନ୍ତୁ ଏହି ଦିନଗୁଡିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ୟିରୁଶାଲମ ଓ ୟିଦୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା-ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଙ୍କଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଏହି ଦିନଗୁଡ଼ିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ଯିରୁଶାଲମ ଓ ଯିହୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା-ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।