Zechariah 8:16 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହିସବୁ ନିଶ୍ଚଯ କରିବ, ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ଯ କୁହ। ତୁମ୍ଭମାନେେ ତୁମ୍ଭମାନଙ୍କର ନଗରମାନଙ୍କ ରେ ସତ୍ଯତା ଏବଂ ନ୍ଯାଯପୂର୍ଣ୍ଣ ବିଗ୍ଭର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ; ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କହ; ଆପଣା ଆପଣା ନଗର-ଦ୍ଵାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହିସବୁ ନିଶ୍ଚୟ କରିବ, “ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ୟ କୁହ। ତୁମ୍ଭେମାନେ ତୁମ୍ଭମାନଙ୍କର ନଗରମାନଙ୍କରେ ସତ୍ୟତା ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;