Zechariah 8:17 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରତିବେଶୀର କ୍ଷତି କରିବାକୁ ତୁମ୍ଭ ହୃଦଯ ରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ଯା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସହେି ସବୁକୁ ଘୃଣା କରୁ। ସଦାପ୍ରଭୁ ଏହିସବୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।