Zechariah 8:19 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମଯ ଦିନ ହବେ। ତାହା ବିଜଯ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହବେ। ସେଥିପାଇଁ ତୁମ୍ଭମାନେେ ନିଶ୍ଚଯ ସତ୍ଯ ଓ ଶାନ୍ତିକୁ ପ୍ ରମେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବଜ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।। ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମୟ ଦିନ ହେବ। ତାହା ବିଜୟ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହେବ। ସେଥିପାଇଁ ତୁମ୍ଭେମାନେ ନିଶ୍ଚୟ ସତ୍ୟ ଓ ଶାନ୍ତିକୁ ପ୍ରେମ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।”