Zechariah 8:2 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭେ ସିୟୋନ ପାଇଁ ଅତ୍ଯାସକ୍ତ ଏବଂ ପ୍ରଗାଢ ଅନୁରାଗ ସହିତ ଆମ୍ଭେ ତା' ପାଇଁ କୋରଧାନ୍ବିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ଵାଳାରେ ଜ୍ଵଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ତ କୋପରେ ଜ୍ଵଳୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭେ ସିୟୋନ ପାଇଁ ଅତ୍ୟାସକ୍ତ ଏବଂ ପ୍ରଗାଢ଼ ଅନୁରାଗ ସହିତ ଆମ୍ଭେ ତା’ ପାଇଁ କ୍ରୋଧାନ୍ୱିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।