Zechariah 8:20 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଭବିଷ୍ଯତ ରେ ଅନକେ ସହର ରେ ବାସ କରୁଥିବା ଲୋକମାନେ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ;
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଭବିଷ୍ୟତରେ ଅନେକ ସହରରେ ବାସ କରୁଥିବା ଲୋକମାନେ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ନାନା ଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।