Zechariah 8:21 — Compare Translations

5 translations compared side by side

Odia - 1840
"ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, 'ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।' ଆସ ୟିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। 'ମୁଁ ନିଜେ ମଧ୍ଯ ଯାଉଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, ‘ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।’ ଆସ ଯିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। ‘ମୁଁ ନିଜେ ମଧ୍ୟ ଯାଉଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।”