Zechariah 8:22 — Compare Translations

5 translations compared side by side

Odia - 1840
"ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ୟିରୁଶାଲମକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।