Zechariah 8:23 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ସହେି ଦିନମାନଙ୍କ ରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ଯରୁ ଦଶଜଣ ଲୋକ, ଜଣେ ୟିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, 'ତୁମ୍ଭ ସହିତ ଆମ୍ଭେ ୟିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ଵର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”