Zechariah 8:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭେ ସିୟୋନକୁ ଫରେି ଆସିଛୁ ଏବଂ ୟିରୁଶାଲମ ମଧିଅରେ ବାସ କରିବା। ୟିରୁଶାଲମ 'ସତ୍ଯର ନଗରୀ' ବୋଲି କୁହାୟିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ପର୍ବତଜ ରୂପେ ବିଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭେ ସିୟୋନକୁ ଫେରି ଆସିଛୁ ଏବଂ ଯିରୁଶାଲମ ମଧ୍ୟରେ ବାସ କରିବା। ଯିରୁଶାଲମ ‘ସତ୍ୟର ନଗରୀ’ ବୋଲି କୁହାଯିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”