Zechariah 8:4 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ୟିରୁଶାଲମର ଖାେଲା ସ୍ଥାନ ରେ ବସ। ପ୍ରେତ୍ୟକକଙ୍କ ହାତ ରେ ଏକ ଆଶାବାଡି ରହିବ କାରଣ ସମାନଙ୍କେର ବୃଦ୍ଧାବସ୍ଥା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରନ୍ତି, ଏପରି ବୃଦ୍ଧ ମନୁଷ୍ୟଓ ବୃଦ୍ଧା ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ଯିରୁଶାଲମର ଖୋଲା ସ୍ଥାନରେ ବସ। ପ୍ରତ୍ୟେକଙ୍କ ହାତରେ ଏକ ଆଶାବାଡ଼ି ରହିବ କାରଣ ସେମାନଙ୍କର ବୃଦ୍ଧାବସ୍ଥା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।