Zechariah 8:5 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ନଗରର ଖାେଲାସ୍ଥାନ କ୍ରୀଡାରତ ପୁଅ ଓ ଝିଅଙ୍କ ଦ୍ବାରା ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦାଣ୍ତରେ ଖେଳା କରିବା ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ନଗରର ଖୋଲାସ୍ଥାନ କ୍ରୀଡ଼ାରତ ପୁଅ ଓ ଝିଅଙ୍କ ଦ୍ୱାରା ପରିପୂର୍ଣ୍ଣ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।”