Zechariah 8:7 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରିବା;
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!