Zechariah 8:9 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ଯ ଏହି ଦିନଗୁଡିକରେ ସହେି ବାକ୍ଯଗୁଡିକ ଭବିଷ୍ଯତ୍ବକ୍ତାମାଙ୍କଠାରୁ ଶୁଣୁଅଛ। ଯେତବେେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହାଇେଥିଲା, ୟାବାପାଇଁ ମନ୍ଦିର ନିର୍ମାଣ ହାଇେ ପାରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ୟ ଏହି ଦିନଗୁଡ଼ିକରେ ସେହି ବାକ୍ୟଗୁଡ଼ିକ ଭବିଷ୍ୟଦ୍ବକ୍ତାମାନଙ୍କଠାରୁ ଶୁଣୁଅଛ। ଯେତେବେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା, ଯାହାପାଇଁ ମନ୍ଦିର ନିର୍ମାଣ ହୋଇ ପାରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”