Zechariah 9:1 — Compare Translations
5 translations compared side by side
Odia - 1840
"ଏକ ସ୍ବର୍ଗୀଯବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷଯ ରେ। ସମସ୍ତ ଲୋକ ପରମେଶ୍ବରଙ୍କୁ ଅନାଉଅଛନ୍ତି, ଯେପରି ଇଶ୍ରାୟେଲ ଗୋଟିଏ ପରିବାରବର୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଦ୍ରକ୍ ଦେଶ ଉପରେ ସଦାପ୍ରଭୁଙ୍କର ଭାରୋକ୍ତି ଓ ଦାମାସ୍କସ୍ ତହିଁର ବିଶ୍ରାମ-ସ୍ଥାନ ହେବ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଚକ୍ଷୁ ସଦାପ୍ରଭୁଙ୍କ ଆଡ଼େ ଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଗୋଷ୍ଠୀ ବିଷୟରେ ବିଗ୍ଭର ଏକ ସ୍ୱର୍ଗୀୟବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷୟରେ। ସମସ୍ତ ଲୋକ ପରମେଶ୍ୱରଙ୍କୁ ଅନାଉଅଛନ୍ତି, “ଯେପରି ଇସ୍ରାଏଲ ଗୋଟିଏ ପରିବାରବର୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।
Odia IRV 2017 (ଓଡିଆ ବାଇବେଲ)
ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।