Zechariah 9:11 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ଲୋକଙ୍କୁ ରକ୍ଷା କରିବେ ହେ ଯିରୁଶାଲମ, କାରଣ ରକ୍ତ ଦ୍ୱାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମୋହରାଙ୍କିତ ହୋଇଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନ ଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।