Zechariah 9:12 — Compare Translations
5 translations compared side by side
Odia - 1840
"ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫରେିୟାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘାଷେଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ବିଗୁଣ ଫରୋଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫେରିଯାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘୋଷଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ୱିଗୁଣ ଫେରାଇ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।