Zechariah 9:13 — Compare Translations
5 translations compared side by side
Odia - 1840
"ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ଯବହାର କରିବା। ଇଫ୍ରଯିମକୁ ଆମ୍ଭର ଶର ରୂପେ ବ୍ଯବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧ ରେ ଉତ୍ତଜେିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ଵରୂପ ଯିହୁଦାରେ ଗୁଣ ଦେଇଅଛୁ ଓ ତୀରସ୍ଵରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ଵରୂପ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ୟବହାର କରିବା। ଇଫ୍ରୟିମକୁ ଆମ୍ଭର ଶର ରୂପେ ବ୍ୟବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ୍, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧରେ ଉତ୍ତେଜିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।