Zechariah 9:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କ ସମ୍ମୁଖ ରେ ଉପସ୍ଥିତ ହବେେ। ବିଦ୍ଯୁତ ସଦୃଶ ତାଙ୍କର ଶର ୟିବ। ସଦାପ୍ରଭୁ ପରମେଶ୍ବର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡୁ ଝଡପରି ଅଗ୍ରସର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ସେମାନଙ୍କ ଊର୍ଦ୍ଧ୍ଵରେ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ। ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।