Zechariah 9:15 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ ସମାନଙ୍କେୁ ସୁରକ୍ଷା ଦବେେ। ସମାନେେ ଧ୍ବଂସ ହବେେ, ସମାନେେ ସମାନଙ୍କେର ଶତୃମାନଙ୍କୁ ବାଟୁଳି ଦ୍ବାରା ପରାସ୍ତ କରିବେ। ସମାନେେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହବେେ, ସମାନେେ ୟଜ୍ଞବଦେୀର କଣ ରେ ଥିବା ପାତ୍ର ଯେପରି ସହେିପରି ପୂର୍ଣ୍ଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେନ୍ତ ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ନ୍ୟାୟ ଶଦ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ ସେମାନଙ୍କୁ ସୁରକ୍ଷା ଦେବେ। ସେମାନେ ଧ୍ୱଂସ ହେବେ, ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ବାଟୁଳି ଦ୍ୱାରା ପରାସ୍ତ କରିବେ। ସେମାନେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହେବେ, ସେମାନେ ଯଜ୍ଞବେଦିର କୋଣରେ ଥିବା ପାତ୍ର ଯେପରି ସେହିପରି ପୂର୍ଣ୍ଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
Odia IRV 2017 (ଓଡିଆ ବାଇବେଲ)