Zechariah 9:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ, ସହେିଦିନ ତାଙ୍କର ଲୋକମାନେ ମଷେପରି ହବେେ। ସମାନେେ ତାଙ୍କ ଦେଶ ରେ ମୁକୁଟର ରତ୍ନ ସ୍ବରୂପ ଝକ୍ମକ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ଆପଣା ଲୋକମାନଙ୍କୁ ପଲ ସ୍ଵରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ଵରୂପ ତାହାଙ୍କ ଦେଶର ଊର୍ଦ୍ଧ୍ଵରେ ଉତ୍ଥାପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ, ସେହି ଦିନ ତାଙ୍କର ଲୋକମାନେ ମେଷପରି ହେବେ। ସେମାନେ ତାଙ୍କ ଦେଶରେ ମୁକୁଟର ରତ୍ନ ସ୍ୱରୂପ ଝକ୍ମକ୍ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍ଥାପିତ ହେବେ।