Zechariah 9:17 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟକିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଜିନିଷ ଉତ୍ତମ ଓ ସୁନ୍ଦର ହେବ। ଶସ୍ୟ ଏବଂ ନୂତନ ଦ୍ରାକ୍ଷାରସ ଯୁବକ ଯୁବତୀଙ୍କର ବଳ ବଢ଼ାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।