Zechariah 9:2 — Compare Translations

5 translations compared side by side

Odia - 1840
"ଏହା ମଧ୍ଯ ସତ୍ଯ ଯେ, ହମାତ୍, ସୋର ଓ ସୀଦୋନ ସୀମା ରେ ଅବସ୍ଥିତ ଅଟେ। କାରଣ ସମାନେେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୂର୍ଗ ନିର୍ମାଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁର ପାର୍ଶ୍ଵସ୍ଥିତ ହମାତ୍ ଓ ଅତି ଜ୍ଞାନି ହେବାରୁ ସୋର ଓ ସୀଦୋନ ତହିଁର ବିଶ୍ରାମ-ସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମଧ୍ୟ ସତ୍ୟ ଯେ, ହମାତ୍, ସୋର ଓ ସୀଦୋନ ସୀମାରେ ଅବସ୍ଥିତ ଅଟେ। କାରଣ ସେମାନେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୁର୍ଗ ନିର୍ମାଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍‍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍‍ ଓ ସୋର ଓ ସୀଦୋନ ଅତି ଜ୍ଞାନି ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।