Zechariah 9:3 — Compare Translations

5 translations compared side by side

Odia - 1840
"ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୀଳିପରି ଓ ସୁନାକୁ କାଦୁଅପରି ରାସ୍ତା ରେ ଗଦା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ରାଶୀକୃତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୂଳିପରି ଓ ସୁନାକୁ କାଦୁଅପରି ରାସ୍ତାରେ ଗଦା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।