Zechariah 9:4 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ଏହାକୁ ନଇେଯିବେ। ସେ ତା'ର ଧନ ସମୁଦ୍ର ରେ ଫୋପାଡି ଦବେେ ଏବଂ ନଗରଟି ନିଆଁ ରେ ଜଳିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପ୍ରଭୁ ତାହାକୁ ଅନଧିକାରିଣୀ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ଆଘାତ କରିବେ; ଆଉ, ଅଗ୍ନି ଦ୍ଵାରା ସେ ଗ୍ରାସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଏହାକୁ ନେଇଯିବେ। ସେ ତା’ର ଧନ ସମୁଦ୍ରରେ ଫୋପାଡ଼ି ଦେବେ ଏବଂ ନଗରଟି ନିଆଁରେ ଜଳିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।