Zechariah 9:5 — Compare Translations

5 translations compared side by side

Odia - 1840
"ଅସ୍କିଲୋନ ତାହା ଦେଖି ଭୟଭୀତ ହବେ ଓ ଘାସର ଲୋକମାନେ ଭୟ ରେ ଥରିବେ। ଇକୋର୍ଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସା ରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ଯ ଅସ୍କିଲୋନ ଜନଶୂନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟ; ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଅସ୍କିଲୋନ ତାହା ଦେଖି ଭୟଭୀତ ହେବ ଓ ଘସାର ଲୋକମାନେ ଭୟରେ ଥରିବେ। ଇକ୍ରୋଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସାରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ୟ ଅସ୍କିଲୋନ ଜନଶୂନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।