Zechariah 9:6 — Compare Translations
5 translations compared side by side
Odia - 1840
"ପୁଣି ଅସ୍ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅସ୍ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।