Zephaniah 1:11 — Compare Translations
5 translations compared side by side
Odia - 1840
"ସହରର ନିମ୍ନ ଅଂଶ ରେ ବାସ କରୁଥିବା ତୁମ୍ଭ ଲୋକମାନେ ଚିତ୍କାର କରିବେ। କାରଣ ସମସ୍ତ ବ୍ଯବସାଯୀ ଓ ଧନୀ ବଣିକମାନେ ଧ୍ବଂସ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସହରର ନିମ୍ନ ଅଂଶରେ ବାସ କରୁଥିବା ତୁମ୍ଭ ଲୋକମାନେ ଚିତ୍କାର କରିବେ। କାରଣ ସମସ୍ତ ବ୍ୟବସାୟୀ ଓ ଧନୀ ବଣିକମାନେ ଧ୍ୱଂସ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।