Zephaniah 1:12 — Compare Translations
5 translations compared side by side
Odia - 1840
" ସହେିଦିନ ଆମ୍ଭେ ଗୋଟିଏ ପ୍ରଦୀପ ନଇେ ୟିରୁଶାଲମ ମଧିଅରେ ଖାଜେିବା। ଓ ସହେି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସମାନଙ୍କେ ଶୈଳୀ ରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସହେି ଲୋକମାନେ କୁହନ୍ତୁ, 'ସଦାପ୍ରଭୁ କହାରିକୁ ସାହାୟ୍ଯ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।' ଆମ୍ଭେ ସମାନଙ୍କେୁ ଖାଜେି ବାହାର କରିବା ଓ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେସମୟରେ ଆମ୍ଭେ ପ୍ରଦୀପ ଜ୍ଵଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ତ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଦିନ ଆମ୍ଭେ ଗୋଟିଏ ପ୍ରଦୀପ ନେଇ ଯିରୁଶାଲମ ମଧ୍ୟରେ ଖୋଜିବା। ଓ ସେହି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସେମାନଙ୍କ ଶୈଳୀରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସେହି ଲୋକମାନେ କୁହନ୍ତୁ, ‘ସଦାପ୍ରଭୁ କାହାରିକୁ ସାହାଯ୍ୟ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।’ ଆମ୍ଭେ ସେମାନଙ୍କୁ ଖୋଜି ବାହାର କରିବା ଓ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।