Zephaniah 1:13 — Compare Translations

5 translations compared side by side

Odia - 1840
"ତା'ପ ରେ ଅନ୍ୟ ଲୋକମାନେ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିବେ ଓ ସମାନଙ୍କେର ଘରଗୁଡିକୁ ଧ୍ବଂସ କରିବେ। ସହେି ସମୟରେ ସମାନେେ ନିର୍ମାଣ କରିଥିବା ଘ ରେ ଲୋକମାନେ ରହିବେ ନାହିଁ ଏବଂ ସମାନେେ ବଢାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅନ୍ୟ ଲୋକମାନେ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିବେ ଓ ସେମାନଙ୍କର ଘରଗୁଡ଼ିକୁ ଧ୍ୱଂସ କରିବେ। ସେହି ସମୟରେ ସେମାନେ ନିର୍ମାଣ କରିଥିବା ଘରେ ଲୋକମାନେ ରହିବେ ନାହିଁ ଏବଂ ସେମାନେ ବଢ଼ାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।