Zephaniah 1:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ସହେି ବିଶଷେ ଦିବସ ଖୁବ୍ ଶୀଘ୍ର ଆସୁଛି। ସହେିଦିନ ଅତି ସନ୍ନିକଟ। ବିଗ୍ଭରର ସହେି ବିଶଷେ ଦିବସ ରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶଦ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ଯମାନେ ଚିତ୍କାର କରି ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶଦ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେସ୍ଥାନରେ ଅତିଶୟ ରୋଦନ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସେହି ବିଶେଷ ଦିବସ ଖୁବ୍ ଶୀଘ୍ର ଆସୁଛି। ସେହି ଦିନ ଅତି ସନ୍ନିକଟ। ବିଗ୍ଭରର ସେହି ବିଶେଷ ଦିବସରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶବ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ୟମାନେ ଚିତ୍କାର କରି ଉଠିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।