Zephaniah 1:15 — Compare Translations

5 translations compared side by side

Odia - 1840
"ସହେି ଦିନ ପରମେଶ୍ବର ତାଙ୍କର କୋର୍ଧ ଦଖାଇବେେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ବଂସର ସମୟ ଦବେ। ଏହା ଏକ ଧ୍ବଂସ ବିଧ୍ବଂସ୍ତର ଦିନ ହବେ। ଏହା ଏକ ଅନ୍ଧକାର ଓ ଖଦରେ ଦିନ ହବେ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ପରମେଶ୍ୱର ତାଙ୍କର କ୍ରୋଧ ଦେଖାଇବେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ୱଂସର ସମୟ ହେବ। ଏହା ଏକ ଧ୍ୱଂସ ବିଧ୍ୱଂସ୍ତର ଦିନ ହେବ। ଏହା ଏକ ଅନ୍ଧକାର ଓ ଖେଦର ଦିନ ହେବ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,