Zephaniah 1:16 — Compare Translations

5 translations compared side by side

Odia - 1840
"ଏହା ୟୁଦ୍ଧ ସମୟ ପରି ଏକ ସମୟ ହବେ, ଯେତବେେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀ ରେ ତୂରୀର ଓ ୟୁଦ୍ଧର କାନ୍ଦଣା ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୂରୀଧ୍ଵନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀରବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଯୁଦ୍ଧ ସମୟ ପରି ଏକ ସମୟ ହେବ, ଯେତେବେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀରେ ତୂରୀର ଓ ଯୁଦ୍ଧର କାନ୍ଦଣା ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀରବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।