Zephaniah 1:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ସହେି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ଯା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସହେି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛନ୍ତି। ସମାନଙ୍କେର ମୃତ ଶରୀର ଭୂମି ଉପ ରେ ଗୋବର ପରି ପଡି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ୟା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛନ୍ତି। ସେମାନଙ୍କର ମୃତ ଶରୀର ଭୂମି ଉପରେ ଗୋବର ପରି ପଡ଼ି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।