Zephaniah 1:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ପୃଥିବୀର ସମସ୍ତ ଜିନିଷ ଆମ୍ଭେ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,
Odia Bible ERV 2004 (ପବିତ୍ର ବାଇବଲ)
ଲୋକଙ୍କ ବିଗ୍ଭର ପାଇଁ ସଦାପ୍ରଭୁଙ୍କର ଦିନ ସଦାପ୍ରଭୁ କହନ୍ତି, “ପୃଥିବୀର ସମସ୍ତ ଜିନିଷ ଆମ୍ଭେ ଧ୍ୱଂସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,