Zephaniah 1:3 — Compare Translations

5 translations compared side by side

Odia - 1840
"ଆମ୍ଭେ ସମସ୍ତ ପ୍ରାଣୀ ଓ ସମସ୍ତ ମାନବମାନଙ୍କୁ ବିନଷ୍ଟ କରିବା। ଆକାଶର ପକ୍ଷୀ ଓ ସମୁଦ୍ରର ମାଛଗୁଡିକୁ ବିନାଶ କରିବା। ସମସ୍ତ ମନ୍ଦ ଲୋକ ଓ ସମସ୍ତ ଜିନିଷ ଯେଉଁଗୁଡିକ ସମାନଙ୍କେୁ ପାପ କରାଉଛି ସହେି ସବୁକୁ ଧ୍ବଂସ କରିବା। ସବୁ ଲୋକଙ୍କୁ ପୃଥିବୀରୁ ବିତାଡିତ କରିବା। ଏହିସବୁ କଥା ସଦାପ୍ରଭୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତ ପ୍ରାଣୀ ଓ ସମସ୍ତ ମାନବମାନଙ୍କୁ ବିନଷ୍ଟ କରିବା। ଆକାଶର ପକ୍ଷୀ ଓ ସମୁଦ୍ରର ମାଛଗୁଡ଼ିକୁ ବିନାଶ କରିବା। ସମସ୍ତ ମନ୍ଦ ଲୋକ ଓ ସମସ୍ତ ଜିନିଷ ଯେଉଁଗୁଡ଼ିକ ସେମାନଙ୍କୁ ପାପ କରାଉଛି ସେହିସବୁକୁ ଧ୍ୱଂସ କରିବା। ସବୁ ଲୋକଙ୍କୁ ପୃଥିବୀରୁ ବିତାଡ଼ିତ କରିବା।” ଏହିସବୁ କଥା ସଦାପ୍ରଭୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି।