Zephaniah 1:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ଆମ୍ଭେ ଯିହୁଦା ଓ ୟିରୁଶାଲମ ବାସିନ୍ଦାଙ୍କୁ ଦଣ୍ତ ଦବୋ। ଆମ୍ଭେ ସହେି ସ୍ଥାନରୁ ମୂର୍ତ୍ତି ପୂଜକ ଯାଜକଙ୍କୁ ହଟାଇଦବୋ। ଆମ୍ଭେ ବାଲର ଶଷେ ସଙ୍କତକେୁ ହଟାଇ ଦବୋ। ସମସ୍ତ ଲୋକ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଆମ୍ଭେ ଯିହୁଦା ଓ ଯିରୁଶାଲମ ବାସିନ୍ଦାଙ୍କୁ ଦଣ୍ତ ଦେବା। ଆମ୍ଭେ ସେହି ସ୍ଥାନରୁ ମୂର୍ତ୍ତି ପୂଜକ ଯାଜକଙ୍କୁ ହଟାଇଦେବା। ଆମ୍ଭେ ବା‌ଲ୍‌ର ଶେଷ ସଙ୍କେତକୁ ହଟାଇ ଦେବା। ସମସ୍ତ ଲୋକ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;