Zephaniah 1:5 — Compare Translations

5 translations compared side by side

Odia - 1840
"ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକି ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ କି ଛାତ ଉପରକୁ ଯାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡ଼ି ଦେବା। କେତେଜଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ୟାପ୍ରଭୁ ମାଲିକମାନଙ୍କୁ ମଧ୍ୟ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସେହି ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;